menu
{ "item_title" : "Agni Saraswati", "item_author" : [" Subhashree Subhasmita Mishra "], "item_description" : "ବେଦରେ ନାରୀର ଦଶନାମ ଓ ଦଶଟି ସଜ୍ଞା । ଭାବ ଓ ଗୁଣ ଦୃଷ୍ଟିରୁ ଏକ ସଜ୍ଞା ଆରେକର ବିରୋଧୀ । ଇଡ଼ା ଓ ରନ୍ତା ଭାବରେ ସେ ମାଧୁର୍ଯ୍ୟ ଓ ରମଣୀ ଭାବର ପ୍ରତୀକ । ହେଲେ ହବ୍ୟା ଭାବରେ ସେ ଅଗ୍ନିକୁ ଅଧିକ ପ୍ରଜ୍ଜ୍ୱଳିତ କରେ । ସେ ସରସ୍ୱତୀ ଏବଂ ଅଦିତି । ସ୍ୱର ଓ ବାଣୀର ସେ ଈଶ୍ୱରୀ, ସମାନ୍ତରାଳରେ ସେ ଅମରତ୍ୱର ମାର୍ଗ । ସେ ଅଦିତି ବା ଅଖଣ୍ଡିତା । ଅଗ୍ନି ଓ ସରସ୍ୱତୀର ମିଶ୍ରଭାବରେ ତାର ପରିଚୟ, ଏକ ଭିନ୍ନ ଏକକ ସୃଷ୍ଟି କରିଥାଏ । 'ଅଗ୍ନି ସରସ୍ୱତୀ' ସେ ବୈଦିକ ଅନୁଭବର ଆଭାସ କି?ଅଗ୍ନି ଓ ସରସ୍ୱତୀ, ଏମାନଙ୍କୁ ଏକପଦୀ ବୋଲି କହି ହେବ କି? ଯେତେବେଳେ ଗୋଟେ କବିତା ସଙ୍କଳନର ନାମ 'ଅଗ୍ନି ସରସ୍ୱତୀ' ସେଠି ଏ ପ୍ରଶ୍ନ ସ୍ୱାଭାବିକ । ଉଗ୍ରତା ଏ କବିତାର ମୂଳପିଣ୍ଡ । ଦହନ ଏ କବିତାର ମଞ୍ଜି । ଶୁଭଶ୍ରୀ ଶୁଭସ୍ମିତା ମିଶ୍ର, ଦ୍ରୋହର କବି । ତାଙ୍କ କବିତାରେ ଜଳିବା ଓ ଜାଳିବାର ଏକ ଆଗ୍ନେୟ ପ୍ରକ୍ରିୟା ରହିଥାଏ । ହେଲେ ଏ କବିତା ବହି, ତା'ର ଏକ ବ୍ୟତିକ୍ରମ । ଗତ ତିନୋଟି ସଙ୍କଳନରେ ଉଗ୍ରତାର ଯେଉଁ ପ୍ରଖର ପ୍ରବାହ, ସେଥିରୁ ମୁକ୍ତ ହେବାର ଏକ ସଚେତନ ପ୍ରୟାସ ଏ ବହିରେ ଅଛି । ଦ୍ରୋହ ଭିତରୁ ଅଙ୍କୁରିତ ହେଉଛି ପ୍ରେମ । ହୁତାଶନରୁ ପ୍ରକାଶିତ ହେଉଛି ଜଳକଣା । ଏ କବିତା ବହି, ଏକ ନୂଆ ବାଟର ଆରମ୍ଭ ।", "item_img_path" : "https://covers4.booksamillion.com/covers/bam/1/64/560/153/1645601536_b.jpg", "price_data" : { "retail_price" : "14.00", "online_price" : "14.00", "our_price" : "14.00", "club_price" : "14.00", "savings_pct" : "0", "savings_amt" : "0.00", "club_savings_pct" : "0", "club_savings_amt" : "0.00", "discount_pct" : "10", "store_price" : "" } }
Agni Saraswati|Subhashree Subhasmita Mishra

Agni Saraswati

local_shippingShip to Me
In Stock.
FREE Shipping for Club Members help

Overview

ବେଦରେ ନାରୀର ଦଶନାମ ଓ ଦଶଟି ସଜ୍ଞା । ଭାବ ଓ ଗୁଣ ଦୃଷ୍ଟିରୁ ଏକ ସଜ୍ଞା ଆରେକର ବିରୋଧୀ । ଇଡ଼ା ଓ ରନ୍ତା ଭାବରେ ସେ ମାଧୁର୍ଯ୍ୟ ଓ ରମଣୀ ଭାବର ପ୍ରତୀକ । ହେଲେ ହବ୍ୟା ଭାବରେ ସେ ଅଗ୍ନିକୁ ଅଧିକ ପ୍ରଜ୍ଜ୍ୱଳିତ କରେ । ସେ ସରସ୍ୱତୀ ଏବଂ ଅଦିତି । ସ୍ୱର ଓ ବାଣୀର ସେ ଈଶ୍ୱରୀ, ସମାନ୍ତରାଳରେ ସେ ଅମରତ୍ୱର ମାର୍ଗ । ସେ ଅଦିତି ବା ଅଖଣ୍ଡିତା । ଅଗ୍ନି ଓ ସରସ୍ୱତୀର ମିଶ୍ରଭାବରେ ତାର ପରିଚୟ, ଏକ ଭିନ୍ନ ଏକକ ସୃଷ୍ଟି କରିଥାଏ । 'ଅଗ୍ନି ସରସ୍ୱତୀ' ସେ ବୈଦିକ ଅନୁଭବର ଆଭାସ କି?


ଅଗ୍ନି ଓ ସରସ୍ୱତୀ, ଏମାନଙ୍କୁ ଏକପଦୀ ବୋଲି କହି ହେବ କି? ଯେତେବେଳେ ଗୋଟେ କବିତା ସଙ୍କଳନର ନାମ 'ଅଗ୍ନି ସରସ୍ୱତୀ' ସେଠି ଏ ପ୍ରଶ୍ନ ସ୍ୱାଭାବିକ । ଉଗ୍ରତା ଏ କବିତାର ମୂଳପିଣ୍ଡ । ଦହନ ଏ କବିତାର ମଞ୍ଜି ।

ଶୁଭଶ୍ରୀ ଶୁଭସ୍ମିତା ମିଶ୍ର, ଦ୍ରୋହର କବି । ତାଙ୍କ କବିତାରେ ଜଳିବା ଓ ଜାଳିବାର ଏକ ଆଗ୍ନେୟ ପ୍ରକ୍ରିୟା ରହିଥାଏ । ହେଲେ ଏ କବିତା ବହି, ତା'ର ଏକ ବ୍ୟତିକ୍ରମ । ଗତ ତିନୋଟି ସଙ୍କଳନରେ ଉଗ୍ରତାର ଯେଉଁ ପ୍ରଖର ପ୍ରବାହ, ସେଥିରୁ ମୁକ୍ତ ହେବାର ଏକ ସଚେତନ ପ୍ରୟାସ ଏ ବହିରେ ଅଛି । ଦ୍ରୋହ ଭିତରୁ ଅଙ୍କୁରିତ ହେଉଛି ପ୍ରେମ । ହୁତାଶନରୁ ପ୍ରକାଶିତ ହେଉଛି ଜଳକଣା । ଏ କବିତା ବହି, ଏକ ନୂଆ ବାଟର ଆରମ୍ଭ ।


This item is Non-Returnable

Details

  • ISBN-13: 9781645601531
  • ISBN-10: 1645601536
  • Publisher: Black Eagle Books
  • Publish Date: March 2021
  • Dimensions: 8.5 x 5.5 x 0.48 inches
  • Shipping Weight: 0.6 pounds
  • Page Count: 210

Related Categories

You May Also Like...

    1

BAM Customer Reviews