menu
{ "item_title" : "Aneka Kothari", "item_author" : [" Ramakanta Rath "], "item_description" : "ପ୍ରତ୍ୟେକ ଉଲ୍ଲେଖଯୋଗ୍ୟ ସାହିତ୍ୟରେ ପ୍ରଶ୍ନ ପଚରାଯାଏ । ସେ ପ୍ରଶ୍ନ ଶୁଣିବାକୁ ସମସ୍ତେ, ଏପରି କି ସ୍ୱୟଂ ଈଶ୍ୱର ମଧ୍ୟ ଶୁଣିବାକୁ ବାଧ୍ୟ । ସେ ପ୍ରଶ୍ନଗୁଡ଼ିକ ଏକାଧାରରେ ସରଳ ଓ ଜଟିଳ । ଛୋଟ ଛୁଆଟିଏ ମରିଗଲେ ସେ ସାହିତ୍ୟ ସମଗ୍ର ବିଶ୍ୱକୁ କାଠଗଡ଼ାରେ ଠିଆ କରାଇଦିଏ । କୌଣସି ଅହେତୁକ ଶାସ୍ତିରେ କେହି ନିର୍ଯ୍ୟାତିତ ହେଲେ ସେ ସାହିତ୍ୟ ସଚରାଚରଠାରୁ କୈଫିୟତ୍ ତଲବ୍ କରେ । ସାହିତ୍ୟିକ ଦୃଷ୍ଟିରେ ସଭ୍ୟତା ହେଉଛି ପ୍ରଶ୍ନ ପଚାରିବାର ସ୍ୱାଧୀନତା ଏବଂ ଯେଉଁଦିନ ଆଉ ପ୍ରଶ୍ନ ପଚରାଯାଉନାହିଁ- ସେଦିନ ସଭ୍ୟତାର ପରିସମାପ୍ତି ଘଟିଛି ବୋଲି ଧରିନିଆଯାଇପାରେ । ଯଦି ସାହିତ୍ୟିକ ପ୍ରଶ୍ନ ପଚାରିବାର ଐତିହ୍ୟରୁ ନିଜକୁ ଅଲଗା କରି ରଖେ ବା କୋଳାହଳମୟ ପ୍ରଶଂସା ଭିତରେ ନିଜର ସ୍ୱର ଲୀନ ହେବାକୁ ଛାଡ଼ିଦିଏ, ସେ ଆଉ ସାହିତ୍ୟିକ ହୋଇ ରହିବ ନାହିଁ; ହେବ ଏକ ଉଚ୍ଚାଙ୍ଗ ପରମ୍ପରାର ମଡ଼ାଚଣ୍ଡିଆ ।ଯେତେବେଳେ ଏପରି ପରିସ୍ଥିତି ଉପୁଜେ, ଯେତେବେଳେ ଆଉ ପ୍ରଶ୍ନ ପଚରାଯାଏ ନାହିଁ ଏବଂ ସବୁଆଡ଼େ ହାଟବଜାରରେ କୋଳାହଳ ଶୁଭେ, ସେତେବେଳେ ସାହିତ୍ୟ ଲେଖାଯିବ ନିଶ୍ଚୟ, କିନ୍ତୁ ସେ ସାହିତ୍ୟର ସଭ୍ୟତା ସହିତ ସମ୍ପର୍କ ପ୍ରାୟ ରହିବ ନାହିଁ । ଗଲା କେତେବର୍ଷ ଭିତରେ ପୃଥିବୀର ଛାପାଖାନାମାନଙ୍କରୁ ଯେତେ ସାହିତ୍ୟ ବାହାରିଛି ଇତିହାସରେ ତାର ପଟାନ୍ତର ନାହିଁ, କିନ୍ତୁ ସେଗୁଡ଼ିକ ଭିତରୁ ଅଧିକାଂଶ ଅଳ୍ପ କେତେଦିନ ପରେ ନିଶ୍ଚିହ୍ନ ହୋଇ ଯାଇଛନ&#289", "item_img_path" : "https://covers3.booksamillion.com/covers/bam/1/64/560/415/1645604152_b.jpg", "price_data" : { "retail_price" : "12.00", "online_price" : "12.00", "our_price" : "12.00", "club_price" : "12.00", "savings_pct" : "0", "savings_amt" : "0.00", "club_savings_pct" : "0", "club_savings_amt" : "0.00", "discount_pct" : "10", "store_price" : "" } }
Aneka Kothari|Ramakanta Rath

Aneka Kothari

local_shippingShip to Me
In Stock.
FREE Shipping for Club Members help

Overview

ପ୍ରତ୍ୟେକ ଉଲ୍ଲେଖଯୋଗ୍ୟ ସାହିତ୍ୟରେ ପ୍ରଶ୍ନ ପଚରାଯାଏ । ସେ ପ୍ରଶ୍ନ ଶୁଣିବାକୁ ସମସ୍ତେ, ଏପରି କି ସ୍ୱୟଂ ଈଶ୍ୱର ମଧ୍ୟ ଶୁଣିବାକୁ ବାଧ୍ୟ । ସେ ପ୍ରଶ୍ନଗୁଡ଼ିକ ଏକାଧାରରେ ସରଳ ଓ ଜଟିଳ । ଛୋଟ ଛୁଆଟିଏ ମରିଗଲେ ସେ ସାହିତ୍ୟ ସମଗ୍ର ବିଶ୍ୱକୁ କାଠଗଡ଼ାରେ ଠିଆ କରାଇଦିଏ । କୌଣସି ଅହେତୁକ ଶାସ୍ତିରେ କେହି ନିର୍ଯ୍ୟାତିତ ହେଲେ ସେ ସାହିତ୍ୟ ସଚରାଚରଠାରୁ କୈଫିୟତ୍ ତଲବ୍ କରେ । ସାହିତ୍ୟିକ ଦୃଷ୍ଟିରେ ସଭ୍ୟତା ହେଉଛି ପ୍ରଶ୍ନ ପଚାରିବାର ସ୍ୱାଧୀନତା ଏବଂ ଯେଉଁଦିନ ଆଉ ପ୍ରଶ୍ନ ପଚରାଯାଉନାହିଁ- ସେଦିନ ସଭ୍ୟତାର ପରିସମାପ୍ତି ଘଟିଛି ବୋଲି ଧରିନିଆଯାଇପାରେ । ଯଦି ସାହିତ୍ୟିକ ପ୍ରଶ୍ନ ପଚାରିବାର ଐତିହ୍ୟରୁ ନିଜକୁ ଅଲଗା କରି ରଖେ ବା କୋଳାହଳମୟ ପ୍ରଶଂସା ଭିତରେ ନିଜର ସ୍ୱର ଲୀନ ହେବାକୁ ଛାଡ଼ିଦିଏ, ସେ ଆଉ ସାହିତ୍ୟିକ ହୋଇ ରହିବ ନାହିଁ; ହେବ ଏକ ଉଚ୍ଚାଙ୍ଗ ପରମ୍ପରାର ମଡ଼ାଚଣ୍ଡିଆ ।

ଯେତେବେଳେ ଏପରି ପରିସ୍ଥିତି ଉପୁଜେ, ଯେତେବେଳେ ଆଉ ପ୍ରଶ୍ନ ପଚରାଯାଏ ନାହିଁ ଏବଂ ସବୁଆଡ଼େ ହାଟବଜାରରେ କୋଳାହଳ ଶୁଭେ, ସେତେବେଳେ ସାହିତ୍ୟ ଲେଖାଯିବ ନିଶ୍ଚୟ, କିନ୍ତୁ ସେ ସାହିତ୍ୟର ସଭ୍ୟତା ସହିତ ସମ୍ପର୍କ ପ୍ରାୟ ରହିବ ନାହିଁ । ଗଲା କେତେବର୍ଷ ଭିତରେ ପୃଥିବୀର ଛାପାଖାନାମାନଙ୍କରୁ ଯେତେ ସାହିତ୍ୟ ବାହାରିଛି ଇତିହାସରେ ତାର ପଟାନ୍ତର ନାହିଁ, କିନ୍ତୁ ସେଗୁଡ଼ିକ ଭିତରୁ ଅଧିକାଂଶ ଅଳ୍ପ କେତେଦିନ ପରେ ନିଶ୍ଚିହ୍ନ ହୋଇ ଯାଇଛନ&#289

This item is Non-Returnable

Details

  • ISBN-13: 9781645604150
  • ISBN-10: 1645604152
  • Publisher: Black Eagle Books
  • Publish Date: June 2023
  • Dimensions: 8.5 x 5.5 x 0.21 inches
  • Shipping Weight: 0.27 pounds
  • Page Count: 88

Related Categories

You May Also Like...

    1

BAM Customer Reviews