{
"item_title" : "Apadebata",
"item_author" : [" Manoranjan Sahoo "],
"item_description" : "କବିସତ୍ତା ଓ ପାଠକୀୟ ସତ୍ତା ମଧ୍ୟରେ ରହି ଆସିଥିବା ବିତର୍କିତ ବ୍ୟବଧାନକୁ ସଂକୁଚିତ କରିଦିଏ ସଂକଳନର ପ୍ରତିଟି କବିତା । କବିତା କହିଯାଏ ନିଜ କଥା । ସୂକ୍ଷ୍ମଭାବ ତଥା ସଂକ୍ଷିପ୍ତ ପରିସର ମଧ୍ୟରେ କଥାବସ୍ତୁର ବ୍ୟାପ୍ତି, ସଘନ ଚିତ୍ରକଳ୍ପ, ଶବ୍ଦର ସୁଦକ୍ଷ ବ୍ୟବହାର ଓ ମାଟିପାଣିର ବାସ୍ନା କବିତାଗୁଡିକକୁ ରସୋତ୍ତୀର୍ଣ୍ଣ କରିଛି । ଜୀବନ ଆଉ ସମାଜ ସହିତ କବିଙ୍କର ଅନ୍ତରଂଗ ସଂପର୍କ ଓ ମୂଲ୍ୟବୋଧର ଅବକ୍ଷୟ ପ୍ରତି ତୀର୍ଯ୍ୟକ ଦୃଷ୍ଟିପାତରେ ସମସ୍ତ କବିତା ସମୃଦ୍ଧ । ପ୍ରତ୍ୟେକଟି ଶ୍ରୀଯୁକ୍ତ ସାହୁଙ୍କ ସୂକ୍ଷ୍ମାନୁଭୂତିର ଗୋଟିଏ ଗୋଟିଏ ସାର୍ଥକ ଅଭିବ୍ୟକ୍ତି । ଆଶା,ଏହା ସାମଗ୍ରିକ ଭାବେ ପାଠକୀୟ ଆଦର ଲାଭ କରିବ ।ସଂପାଦକକେନ୍ଦ୍ରାପଡ଼ା ଜିଲ୍ଲା ସାହିତ୍ୟ ପରିଷଦ କେନ୍ଦ୍ରାପଡ଼ା, ଓଡ଼ିଶା",
"item_img_path" : "https://covers4.booksamillion.com/covers/bam/1/64/560/533/1645605337_b.jpg",
"price_data" : {
"retail_price" : "14.00", "online_price" : "14.00", "our_price" : "14.00", "club_price" : "14.00", "savings_pct" : "0", "savings_amt" : "0.00", "club_savings_pct" : "0", "club_savings_amt" : "0.00", "discount_pct" : "10", "store_price" : ""
}
}
Apadebata
Overview
କବିସତ୍ତା ଓ ପାଠକୀୟ ସତ୍ତା ମଧ୍ୟରେ ରହି ଆସିଥିବା ବିତର୍କିତ ବ୍ୟବଧାନକୁ ସଂକୁଚିତ କରିଦିଏ ସଂକଳନର ପ୍ରତିଟି କବିତା । କବିତା କହିଯାଏ ନିଜ କଥା । ସୂକ୍ଷ୍ମଭାବ ତଥା ସଂକ୍ଷିପ୍ତ ପରିସର ମଧ୍ୟରେ କଥାବସ୍ତୁର ବ୍ୟାପ୍ତି, ସଘନ ଚିତ୍ରକଳ୍ପ, ଶବ୍ଦର ସୁଦକ୍ଷ ବ୍ୟବହାର ଓ ମାଟିପାଣିର ବାସ୍ନା କବିତାଗୁଡିକକୁ ରସୋତ୍ତୀର୍ଣ୍ଣ କରିଛି । ଜୀବନ ଆଉ ସମାଜ ସହିତ କବିଙ୍କର ଅନ୍ତରଂଗ ସଂପର୍କ ଓ ମୂଲ୍ୟବୋଧର ଅବକ୍ଷୟ ପ୍ରତି ତୀର୍ଯ୍ୟକ ଦୃଷ୍ଟିପାତରେ ସମସ୍ତ କବିତା ସମୃଦ୍ଧ । ପ୍ରତ୍ୟେକଟି ଶ୍ରୀଯୁକ୍ତ ସାହୁଙ୍କ ସୂକ୍ଷ୍ମାନୁଭୂତିର ଗୋଟିଏ ଗୋଟିଏ ସାର୍ଥକ ଅଭିବ୍ୟକ୍ତି । ଆଶା,ଏହା ସାମଗ୍ରିକ ଭାବେ ପାଠକୀୟ ଆଦର ଲାଭ କରିବ ।
ସଂପାଦକ
କେନ୍ଦ୍ରାପଡ଼ା ଜିଲ୍ଲା ସାହିତ୍ୟ ପରିଷଦ
କେନ୍ଦ୍ରାପଡ଼ା, ଓଡ଼ିଶା
This item is Non-Returnable
Customers Also Bought
Details
- ISBN-13: 9781645605331
- ISBN-10: 1645605337
- Publisher: Black Eagle Books
- Publish Date: March 2024
- Dimensions: 8.5 x 5.5 x 0.27 inches
- Shipping Weight: 0.34 pounds
- Page Count: 114
Related Categories
