{
"item_title" : "Beshaghara",
"item_author" : [" Gayatribala Panda "],
"item_description" : "ବେଶଘର କବିତା ସଂକଳନରେ ସ୍ଥାନିତ ପ୍ରତ୍ୟେକ କବିତା ଏକ ଦର୍ପଣ- ପ୍ରେମ, ପ୍ରତିରୋଧ, ଅନ୍ୟାୟ, ଅବିଚାର, ବିଦ୍ରୋହ, ବିଦ୍ରୂପ, ସମୟର ନିରନ୍ତର ସ୍ପନ୍ଦନର ଅଦୃଶ୍ୟ ରୂପରେଖ ଓ ଆତ୍ମାର ସ୍ତରୀଭୂତ କ୍ଷେ।।ଭର ଅବିକଳ ପ୍ରତିଫଳନ । ଭାଷାର ସରଳତା ଓ ଭାବର ଗଭୀରତାରେ ସମୃଦ୍ଧ ଏହି କବିତାଗୁଡ଼ିକ ଜୀବନର ଭଂଗୁର ସୌନ୍ଦର୍ଯ୍ୟକୁ ଅନୁସନ୍ଧାନ କରେ ଓ ଦୈନନ୍ଦିନ ଜୀବନରେ ନିହାତି ମାମୁଲି ମନେ ହେଉଥିବା ମୁହୂର୍ତ୍ତର ସାକ୍ଷୀ ପାଲଟି ଆମ ଚତୁଃପାର୍ଶ୍ୱର ବିଶ୍ୱକୁ କେବଳ ପ୍ରତିଫଳିତ କରେନାହିଁ, ପାଠକକୁ ଗଭୀର ଭାବପ୍ରବଣତାରେ ଆଚ୍ଛନ୍ନ, ଆଲୋଡ଼ିତ ଓ ଆନ୍ଦୋଳିତ କରେ। ସତ୍ୟ ଏବଂ ନ୍ୟାୟ ପ୍ରତି ପ୍ରତିବଦ୍ଧତାରେ ସମୁଜ୍ଜ୍ୱଳ କବିତାଗୁଡ଼ିକ ସ୍ପର୍ଦ୍ଧା ଏବଂ ସମ୍ବେଦନଶୀଳତାର ପ୍ରତିରୂପ ପାଲଟି ପାଠକକୁ ସାହସ ଏବଂ ସାନ୍ତ୍ୱନା ପ୍ରଦାନ କରେ।",
"item_img_path" : "https://covers3.booksamillion.com/covers/bam/1/64/560/743/1645607437_b.jpg",
"price_data" : {
"retail_price" : "16.00", "online_price" : "16.00", "our_price" : "16.00", "club_price" : "16.00", "savings_pct" : "0", "savings_amt" : "0.00", "club_savings_pct" : "0", "club_savings_amt" : "0.00", "discount_pct" : "10", "store_price" : ""
}
}
Beshaghara
Overview
"ବେଶଘର" କବିତା ସଂକଳନରେ ସ୍ଥାନିତ ପ୍ରତ୍ୟେକ କବିତା ଏକ ଦର୍ପଣ- ପ୍ରେମ, ପ୍ରତିରୋଧ, ଅନ୍ୟାୟ, ଅବିଚାର, ବିଦ୍ରୋହ, ବିଦ୍ରୂପ, ସମୟର ନିରନ୍ତର ସ୍ପନ୍ଦନର ଅଦୃଶ୍ୟ ରୂପରେଖ ଓ ଆତ୍ମାର ସ୍ତରୀଭୂତ କ୍ଷେ।।ଭର ଅବିକଳ ପ୍ରତିଫଳନ । ଭାଷାର ସରଳତା ଓ ଭାବର ଗଭୀରତାରେ ସମୃଦ୍ଧ ଏହି କବିତାଗୁଡ଼ିକ ଜୀବନର ଭଂଗୁର ସୌନ୍ଦର୍ଯ୍ୟକୁ ଅନୁସନ୍ଧାନ କରେ ଓ ଦୈନନ୍ଦିନ ଜୀବନରେ ନିହାତି ମାମୁଲି ମନେ ହେଉଥିବା ମୁହୂର୍ତ୍ତର ସାକ୍ଷୀ ପାଲଟି ଆମ ଚତୁଃପାର୍ଶ୍ୱର ବିଶ୍ୱକୁ କେବଳ ପ୍ରତିଫଳିତ କରେନାହିଁ, ପାଠକକୁ ଗଭୀର ଭାବପ୍ରବଣତାରେ ଆଚ୍ଛନ୍ନ, ଆଲୋଡ଼ିତ ଓ ଆନ୍ଦୋଳିତ କରେ। ସତ୍ୟ ଏବଂ ନ୍ୟାୟ ପ୍ରତି ପ୍ରତିବଦ୍ଧତାରେ ସମୁଜ୍ଜ୍ୱଳ କବିତାଗୁଡ଼ିକ ସ୍ପର୍ଦ୍ଧା ଏବଂ ସମ୍ବେଦନଶୀଳତାର ପ୍ରତିରୂପ ପାଲଟି ପାଠକକୁ ସାହସ ଏବଂ ସାନ୍ତ୍ୱନା ପ୍ରଦାନ କରେ।
This item is Non-Returnable
Customers Also Bought
Details
- ISBN-13: 9781645607434
- ISBN-10: 1645607437
- Publisher: Black Eagle Books
- Publish Date: September 2025
- Dimensions: 8.5 x 5.5 x 0.33 inches
- Shipping Weight: 0.37 pounds
- Page Count: 140
Related Categories
