{
"item_title" : "Madhushala",
"item_author" : [" Harivansh Rai Bachchan", "Diptimayee Biswal "],
"item_description" : "କବିର ହୃଦୟ କେବଳ କବିର ନୁହେଁ । କବିର ହୃଦୟ ଅଙ୍କରେ ତ୍ରିକାଳ ଓ ତ୍ରିଭୁବନ ଶାୟିତ । ସୃଷ୍ଟି ଦୁଗ୍ଧପାନକାରୀ ଶିଶୁଟିଏ ପରି କ୍ରୀଡ଼ାରତ ଓ ପ୍ରଳୟ ଅବୋଧ ବାଳକଟିଏ ପରି ଦୁଷ୍ଟାମି କରୁଛି । କବିର ହୃଦୟ ପ୍ରାଙ୍ଗଣ, ଶୂନ୍ୟପଥର ସଂଗୀତ, ଅନିଳର ହସ ଓ ସମୁଦ୍ରର କ୍ରନ୍ଦନରେ ପ୍ରତିଧ୍ୱନିତ । ହୃଦୟ ମନ୍ଦିରରେ ଜୀବନମରଣ ଅବିରତ ଗତିରେ ନୃତ୍ୟରତ । ଏହିସବୁ କାରଣରୁ କବିର ହୃଦୟ ତରଳିବା ସହ ସମସ୍ତ ବିଶ୍ୱ ମାଦକ ମଦିରାରେ ପରିପ୍ଳାବିତ ହୋଇଉଠିଛି । ଜଳ ସ୍ଥଳ, ଗଗନ ପବନ, ଧରା ସମୁଦ୍ର, ସ୍ୱର୍ଗ ନର୍କ, ଜଡ ଚେତନ, ରାତି ଦିନ, ବନ ଉପବନ, ନଦୀ ତଡାଗ, ମିଳନ ବିରହ, ପ୍ରଣୟ ସଂଘର୍ଷ, ଆଶା ନିରାଶା, ଜନ୍ମ ମୃତ୍ୟୁ - ସମସ୍ତ ବସ୍ତୁ ଯେଉଁମାନଙ୍କ ଅସ୍ତିତ୍ୱ ଏହି ବିଶ୍ୱରେ ଅଛି, ସେ ସମସ୍ତ ଆଜି ମଧୁଶାଳା ମଧୁଶାଳା ପ୍ରତିଭାତ ହେଉଛି ।",
"item_img_path" : "https://covers3.booksamillion.com/covers/bam/1/64/560/172/1645601722_b.jpg",
"price_data" : {
"retail_price" : "12.00", "online_price" : "12.00", "our_price" : "12.00", "club_price" : "12.00", "savings_pct" : "0", "savings_amt" : "0.00", "club_savings_pct" : "0", "club_savings_amt" : "0.00", "discount_pct" : "10", "store_price" : ""
}
}
Madhushala
Other Available Formats
Overview
କବିର ହୃଦୟ କେବଳ କବିର ନୁହେଁ । କବିର ହୃଦୟ ଅଙ୍କରେ ତ୍ରିକାଳ ଓ ତ୍ରିଭୁବନ ଶାୟିତ । ସୃଷ୍ଟି ଦୁଗ୍ଧପାନକାରୀ ଶିଶୁଟିଏ ପରି କ୍ରୀଡ଼ାରତ ଓ ପ୍ରଳୟ ଅବୋଧ ବାଳକଟିଏ ପରି ଦୁଷ୍ଟାମି କରୁଛି । କବିର ହୃଦୟ ପ୍ରାଙ୍ଗଣ, ଶୂନ୍ୟପଥର ସଂଗୀତ, ଅନିଳର ହସ ଓ ସମୁଦ୍ରର କ୍ରନ୍ଦନରେ ପ୍ରତିଧ୍ୱନିତ । ହୃଦୟ ମନ୍ଦିରରେ ଜୀବନମରଣ ଅବିରତ ଗତିରେ ନୃତ୍ୟରତ । ଏହିସବୁ କାରଣରୁ କବିର ହୃଦୟ ତରଳିବା ସହ ସମସ୍ତ ବିଶ୍ୱ ମାଦକ ମଦିରାରେ ପରିପ୍ଳାବିତ ହୋଇଉଠିଛି । ଜଳ ସ୍ଥଳ, ଗଗନ ପବନ, ଧରା ସମୁଦ୍ର, ସ୍ୱର୍ଗ ନର୍କ, ଜଡ ଚେତନ, ରାତି ଦିନ, ବନ ଉପବନ, ନଦୀ ତଡାଗ, ମିଳନ ବିରହ, ପ୍ରଣୟ ସଂଘର୍ଷ, ଆଶା ନିରାଶା, ଜନ୍ମ ମୃତ୍ୟୁ - ସମସ୍ତ ବସ୍ତୁ ଯେଉଁମାନଙ୍କ ଅସ୍ତିତ୍ୱ ଏହି ବିଶ୍ୱରେ ଅଛି, ସେ ସମସ୍ତ ଆଜି ମଧୁଶାଳା ମଧୁଶାଳା ପ୍ରତିଭାତ ହେଉଛି ।
This item is Non-Returnable
Customers Also Bought
Details
- ISBN-13: 9781645601722
- ISBN-10: 1645601722
- Publisher: Black Eagle Books
- Publish Date: March 2021
- Dimensions: 8.5 x 5.5 x 0.21 inches
- Shipping Weight: 0.26 pounds
- Page Count: 86
Related Categories
