menu
{ "item_title" : "Swami Ramanujacharya", "item_author" : [" Saumya Ranjan Das "], "item_description" : "ସାଧାରଣ ମନୁଷ୍ୟ ସୀମିତ ଶକ୍ତି ଓ ସ୍ୱଳ୍ପ ଆୟୁଷର ଅଧିକାରୀ ହୋଇଥିବା ହେତୁ, ସେ ନିଜସ୍ୱ ବୁଦ୍ଧି ଓ ଉଦ୍ୟମ ଦ୍ୱାରା ଜଗତର ସ୍ରଷ୍ଟା ପରମତତ୍ତ୍ୱଙ୍କୁ ନିରୂପଣ କରିପାରିବା ଅତି କଷ୍ଟସାଧ୍ୟ ଅଟେ । ପରତତ୍ତ୍ୱଙ୍କ ବିଷୟରେ ଜାଣିବାକୁ ହେଲେ, ପରତତ୍ତ୍ୱଦର୍ଶୀ ମହାମାନବ ମାନଙ୍କ ଦ୍ୱାରା ପ୍ରଦତ୍ତ ଭଗବଦ୍ ଜ୍ଞାନର ଆଶ୍ରୟ ନେବା ହିଁ ଉତ୍ତମ ପନ୍ଥା ଅଟେ । ସେହିପରି ମହାପୁରୁଷ ମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ, ଜଗତଗୁରୁ ସ୍ୱାମୀ ରାମାନୁଜାଚାର୍ଯ୍ୟ ଭାରତବର୍ଷରେ ଜଣେ ମହାନ୍ ଦାର୍ଶନିକ ତଥା 'ଶ୍ରୀ ସଂପ୍ରଦାୟ'ର ଜଣେ ବିଶିଷ୍ଟ ଆଚାର୍ଯ୍ୟ ରୂପେ ସୁପ୍ରସିଦ୍ଧ । ତାଙ୍କର ଅନେକ ନାମମାନଙ୍କ ମଧ୍ୟରେ ରାମାନୁଜ, ୟତିରାଜ ଓ ଭାଷ୍ୟକାର ଆଦି ନାମରେ ସେ ଜନମାନସରେ ଖ୍ୟାତିଲାଭ କରିଛନ୍ତି । ବିଶେଷ ମାନ୍ୟତା ଅଛି ଯେ, ବୈକୁଣ୍ଠ ଅଧିପତି ଶ୍ରୀ ନାରାୟଣଙ୍କ ଅନ୍ତରଙ୍ଗ ପାର୍ଷଦ ଅନନ୍ତଶେଷ ହିଁ କଳିଯୁଗର ମନୁଷ୍ୟସମାଜକୁ ଭଗବଦ୍ ଶରଣାଗତିର ପଥ ପ୍ରଦର୍ଶନ କରିବାପାଇଁ ରାମାନୁଜଙ୍କ ରୂପରେ ଅବତାର ଗ୍ରହଣ କରିଥିଲେ । ସ୍ୱୟଂ ଭଗବାନ ନାରାୟଣ କଳିଯୁଗର ମନୁଷ୍ୟମାନଙ୍କ ଉଦ୍ଧାର ନିମନ୍ତେ ଶ୍ରୀବୈଷ୍ଣବ ସଂପ୍ରଦାୟର ଆରମ୍ଭ କରିଥିଲେ । ଭଗବତୀ ମହାଲକ୍ଷ୍ମୀ ଏହି ସଂପ୍ରଦାୟର ଦ୍ୱିତୀୟ ଗୁରୁ ଅଟନ୍ତି । ତାଙ୍କରି ମହିମା ଧାରଣ କରିଥିବାରୁ, ଏହି ଗୁରୁ ପରମ୍ପରା ଶ୍ରୀ ସଂପ୍ରଦାୟ ନାମରେ ସୁପରିଚିତ । ମାତା ମହାଲକ୍ଷ୍ମୀଙ୍କ ଠାରୁ ଏହି ଶରଣାଗତି ଜ୍ଞ", "item_img_path" : "https://covers3.booksamillion.com/covers/bam/1/64/560/345/1645603458_b.jpg", "price_data" : { "retail_price" : "14.00", "online_price" : "14.00", "our_price" : "14.00", "club_price" : "14.00", "savings_pct" : "0", "savings_amt" : "0.00", "club_savings_pct" : "0", "club_savings_amt" : "0.00", "discount_pct" : "10", "store_price" : "" } }
Swami Ramanujacharya|Saumya Ranjan Das

Swami Ramanujacharya

local_shippingShip to Me
In Stock.
FREE Shipping for Club Members help

Overview

ସାଧାରଣ ମନୁଷ୍ୟ ସୀମିତ ଶକ୍ତି ଓ ସ୍ୱଳ୍ପ ଆୟୁଷର ଅଧିକାରୀ ହୋଇଥିବା ହେତୁ, ସେ ନିଜସ୍ୱ ବୁଦ୍ଧି ଓ ଉଦ୍ୟମ ଦ୍ୱାରା ଜଗତର ସ୍ରଷ୍ଟା ପରମତତ୍ତ୍ୱଙ୍କୁ ନିରୂପଣ କରିପାରିବା ଅତି କଷ୍ଟସାଧ୍ୟ ଅଟେ । ପରତତ୍ତ୍ୱଙ୍କ ବିଷୟରେ ଜାଣିବାକୁ ହେଲେ, ପରତତ୍ତ୍ୱଦର୍ଶୀ ମହାମାନବ ମାନଙ୍କ ଦ୍ୱାରା ପ୍ରଦତ୍ତ ଭଗବଦ୍ ଜ୍ଞାନର ଆଶ୍ରୟ ନେବା ହିଁ ଉତ୍ତମ ପନ୍ଥା ଅଟେ । ସେହିପରି ମହାପୁରୁଷ ମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ, ଜଗତଗୁରୁ ସ୍ୱାମୀ ରାମାନୁଜାଚାର୍ଯ୍ୟ ଭାରତବର୍ଷରେ ଜଣେ ମହାନ୍ ଦାର୍ଶନିକ ତଥା 'ଶ୍ରୀ ସଂପ୍ରଦାୟ'ର ଜଣେ ବିଶିଷ୍ଟ ଆଚାର୍ଯ୍ୟ ରୂପେ ସୁପ୍ରସିଦ୍ଧ । ତାଙ୍କର ଅନେକ ନାମମାନଙ୍କ ମଧ୍ୟରେ ରାମାନୁଜ, ୟତିରାଜ ଓ ଭାଷ୍ୟକାର ଆଦି ନାମରେ ସେ ଜନମାନସରେ ଖ୍ୟାତିଲାଭ କରିଛନ୍ତି । ବିଶେଷ ମାନ୍ୟତା ଅଛି ଯେ, ବୈକୁଣ୍ଠ ଅଧିପତି ଶ୍ରୀ ନାରାୟଣଙ୍କ ଅନ୍ତରଙ୍ଗ ପାର୍ଷଦ ଅନନ୍ତଶେଷ ହିଁ କଳିଯୁଗର ମନୁଷ୍ୟସମାଜକୁ ଭଗବଦ୍ ଶରଣାଗତିର ପଥ ପ୍ରଦର୍ଶନ କରିବାପାଇଁ ରାମାନୁଜଙ୍କ ରୂପରେ ଅବତାର ଗ୍ରହଣ କରିଥିଲେ । ସ୍ୱୟଂ ଭଗବାନ ନାରାୟଣ କଳିଯୁଗର ମନୁଷ୍ୟମାନଙ୍କ ଉଦ୍ଧାର ନିମନ୍ତେ ଶ୍ରୀବୈଷ୍ଣବ ସଂପ୍ରଦାୟର ଆରମ୍ଭ କରିଥିଲେ । ଭଗବତୀ ମହାଲକ୍ଷ୍ମୀ ଏହି ସଂପ୍ରଦାୟର ଦ୍ୱିତୀୟ ଗୁରୁ ଅଟନ୍ତି । ତାଙ୍କରି ମହିମା ଧାରଣ କରିଥିବାରୁ, ଏହି ଗୁରୁ ପରମ୍ପରା ଶ୍ରୀ ସଂପ୍ରଦାୟ ନାମରେ ସୁପରିଚିତ । ମାତା ମହାଲକ୍ଷ୍ମୀଙ୍କ ଠାରୁ ଏହି ଶରଣାଗତି ଜ୍ଞ

This item is Non-Returnable

Details

  • ISBN-13: 9781645603450
  • ISBN-10: 1645603458
  • Publisher: Black Eagle Books
  • Publish Date: April 2023
  • Dimensions: 8.5 x 5.5 x 0.32 inches
  • Shipping Weight: 0.4 pounds
  • Page Count: 136

Related Categories

You May Also Like...

    1

BAM Customer Reviews